CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୩ ଆକ୍ରାନ୍ତ; ୩୨୦୦ ଛୁଇଁଲା ମୋଟ ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମଧ୍ୟରେ କଟକର ସର୍ବାଧିକ ୪୩ଜଣ ରହିଛନ୍ତି। ଏହାଛଡ଼ା ଜଗତସିଂହପୁରର ୨୧, କନ୍ଧମାଳର ୧୮, ଖୋର୍ଦ୍ଧାର ୧୨, ଭଦ୍ରକର ୧୧, ଗଜପତିର ୯, କଳାହାଣ୍ଡିର ୭, ବାଲେଶ୍ୱର-ଦେବଗଡ଼-ଗଞ୍ଜାମ-ମୟୂରଭଞ୍ଜ-ସୁନ୍ଦରଗଡ଼ର ୫ ଲେଖାଏ, ବଲାଙ୍ଗୀର-ଝାରସୁଗୁଡ଼ା-ନୟାଗଡ଼ର ୨ ଲେଖାଏ, କୋରାପୁଟର ଜଣେ ଅଛନ୍ତି। ଏହାକୁ ମିଶାଇ ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩୨୦୦ରେ ପହଞ୍ଚିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରୁ ୧୬୨ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୯।୮-କଟକ ସହରରୁ ବୁଧବାର ୧୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୬୨ରୁ ୧୦୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୬୨ ଲୋକାଲ କଣ୍ଟାକ୍ଟ...

ମଶାଣିରେ ଫିଙ୍ଗିଦେଲେ ମୃତଦେହ

କାମାକ୍ଷାନଗର, ୧୧।୫(ଡି.ଏନ.ଏ.) କରୋନା କବଳିତ ପୃଥିବୀରେ ସଙ୍କଟରେ ପଡ଼ିଛି ମଣିଷପଣିଆ। ଭୂତାଣୁ ଭୟ ଏମିତି ଘାରିଛି ଯେ, ମରିବା ପରେ କେହି ପାଖ ମାଡୁନାହାନ୍ତି। ଶେଷକୃତ୍ୟ...

ରାସ୍ତାରେ ଓଲଟିଲା ଆଳୁ ବୋଝେଇ ଟ୍ରକ୍‌, ବୋହି ନେଇଗଲେ ଲୋକେ

ଛତିଆ,୭ା୯(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ୧୬ ନଂ. ଜାତୀୟ ରାଜପଥର ଛତିଆ ହନୁମାନ ଢାବା ନିକଟରେ ମଙ୍ଗଳବାର ସକାଳେ ଏକ ଆଳୁ ବୋଝେଇ...

ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୫।୭(ବ୍ୟୁରୋ): କରୋନା ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ରବିବାର କହିଛନ୍ତି। ତୃତୀୟ ଲହରରେ ଶିଶୁମାନେ...

ଓଡ଼ିଶାରେ ବଢ଼ୁଛି ତମାଖୁ ଓ ମଦ ସେବନ

ଓଡ଼ିଶାର ଅଧା ଜନସଂଖ୍ୟା ତମାଖୁ ଓ ମଦ ସେବନ କରୁଥିବା ଏନ୍‌ଏଫ୍‌ଏଚ୍‌ଏସ୍‌-୫ ରିପୋର୍ଟରେ ଦର୍ଶାଯାଇଛି। ସର୍ଭେ ଅନୁଯାୟୀ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ୫୧.୬...

୮ ମାସର ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ, ୩ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ...

ଗଞ୍ଜାମ ଜିଲାପାଳଙ୍କ ନାମରେ ଫେକ୍‌ ହ୍ବାଟ୍ସଆପ୍‌

ବ୍ରହ୍ମପୁର ଅଫିସ,୮ା୭: ସାଇବର ଠକମାନେ ସାଧାରଣ ଲୋକଙ୍କୁ ଠକି ଟଙ୍କା ଲୁଟି ନେଉଥିବା ଘଟଣା ନେଇ ବାରମ୍ବାର ଥାନାରେ ଏତଲା ହେଉଛି। ହେଲେ ବର୍ତ୍ତମାନ ଗଞ୍ଜାମ...

ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା: ଜିଲାପାଳଙ୍କୁ ଦେଖାକଲେ ଚାଷୀ ପ୍ରତିନିଧି

ନୂଆପଡା ଅଫିସ,୧୭ା୪: ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଦର୍ଲିପଡା, ସିଆଲଟି ଗ୍ରାମପଞ୍ଚାୟତରେ ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା ଯୋଗୁ ଶତାଧିକ ଏକର ଜମିର ରବି ଚାଷ...

Advertisement
Archives

Model This Week