CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୬ ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୩ ,୭୨୦ରେ ପହଞ୍ଚିଲା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ଆଉ ୧୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩ ହଜାର ୭୨୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।
ରବିବାର ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ କଟକର ସର୍ବାଧିକ ୬୨, କନ୍ଧମାଳ ୪୧, ଖୋର୍ଦ୍ଧା ୩୨,ଗଞ୍ଜାମ ୧୨, ମୟୁରଭଞ୍ଜ ୮, ଅନୁଗୋଳ ୭, କେନ୍ଦୁଝର ୫, ମାଲକାନଗିରି, ନୟାଗଡ ଏବଂ ପୁରୀରୁ ୪ ଜଣ ଲେଖାଏ, ବାଲେଶ୍ୱର, ଦେବଗଡ ଏବଂ ସୋନପୁରରୁ ୨ ଜଣ ଲେଖାଏ ଏବଂ ସୁନ୍ଦରଗଡରୁ ଜଣେ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri