CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧ ଆକ୍ରାନ୍ତ, ସମସ୍ତେ ଯାଜପୁରର

ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ସାରେ ଆଉ ୩୧ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତେ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ୧୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ସରକାର କରିଲେ ବଡ ଘୋଷଣା; ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ …

ଭୁବନେଶ୍ୱର,୧୨।୬: ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର ଓ ବ୍ଲକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ…

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

‘ହିତାଧିକାରୀଙ୍କୁ ଏକାସାଙ୍ଗରେ ମିଳିବ ୩ ମାସର ଭତ୍ତା’

ଭୁବନେଶ୍ୱର,୧୨ା୬: ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ସମସ୍ୟା ରାଜ୍ୟର ନୁହେଁ,…

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ଏଣିକି ୫ କେଜି ବଦଳରେ ମିଳିବ ଏତେ କେଜି ମାଗଣା ଚାଉଳ

ଭୁବନେଶ୍ୱର,୧୨।୬: ମୋହନ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଆଜିଠୁ ରାଜ୍ୟରେ ଲାଗୁ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri