CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦ କରୋନା ଆକ୍ରାନ୍ତ, ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ ଆଉ ୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୫୦ରୁ ସର୍ବାଧିକ ୨୨ଜଣ ଗଞ୍ଜାମ ଜିଲାର ରହିଛନ୍ତି। ସେହିଭଳି ବାଲେଶ୍ୱରରୁ ୧୫, ଭଦ୍ରକରୁ ୫, ଯାଜପୁର ଓ ବୌଦ୍ଧରୁ ୩, ମୟୁରଭଞ୍ଜ ଓ ରାଉରକେଲରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୩୯୩ରେ ପହଞ୍ଚିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି।

 

 

ପ୍ରକାଶ ଯେ, ସକାଳେ ରାଜ୍ୟରେ ୫୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୦୩ ହୋଇଛି। ସେଥିରୁ ୭୧୦ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଗଞ୍ଜାମରେ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସଙ୍କେତ ଊର୍ଦ୍ଧ୍ୱରେ ଜଳକା: ତଳିଆ ଅଞ୍ଚଳ ସ୍ଥିତି ଉପରେ ନଜର

ବାଲେଶ୍ୱର ଅଫିସ/ବସ୍ତା,୨୭।୮(ସ୍ବ.ପ୍ର.)- ବାଲେଶ୍ୱର ଜିଲାର ବସ୍ତା ଅଞ୍ଚଳ ଦେଇ ପ୍ରବାହିତ ଜଳକା ନଦୀରେ ଜଳସ୍ତର ବିପଦସଙ୍କେତ ଉପରେ ପ୍ରବାହିତ ହେଉଛି। ନଦୀ ତଳମୁଣ୍ଡର ବିଭିନ୍ନ ସ୍ଥାନରେ...

ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନା ପଜିଟିଭ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି।...

CORONAVIRUS UPDATE: ରାଜ୍ୟରୁ ଆଜି ସର୍ବାଧିକ ୪୧୯୮ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୫ ହଜାର ଟପିଲା

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୪,୧୯୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଥିବା ରାଜ୍ୟ...

ସୁନ୍ଦରଗଡ଼ରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଛୁଇଁଲା

ସୁନ୍ଦରଗଡ଼, ୩୦।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧ ଜଣ ପୁରୁଷ ଥିବାବେଳେ ୨ ଜଣ ମହିଳା...

ଡକାୟତି, ଲୁଟ୍‌ ଘଟଣାରେ ୭ ଗିରଫ

ଢେଙ୍କାନାଳ ଅଫିସ,୨୩ା୭ ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ୧୯ଟି ଡକାୟତି ଓ ଲୁଟ୍‌ ଘଟଣାରେ ସମ୍ପୃକ୍ତ ଥିବା ୭ ଜଣଙ୍କୁ ଢେଙ୍କାନାଳ ଜିଲା ପୋଲିସ ଗିରଫ...

ଜୁଲାଇ ପାଇଁ ରଣନୀତି

ଭୁବନେଶ୍ୱର,୩୦।୬(ବ୍ୟୁରୋ): ଏବେ ସରକାରୀ କର୍ମଚାରୀମାନେ ମଧ୍ୟ କୋଭିଡ-୧୯ ସଂକ୍ରମଣର ଶିକାର ହେଉଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତାପ୍ରକଟ କରିଛନ୍ତି। ବିଭିନ୍ନ ସରକାରୀ ଅଫିସ...

ମାଗଣା ଟିକା ଘୋଷଣା: ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦେଶବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ମାଗଣା ଟିକା ପ୍ରଦାନ ଏବଂ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାର ସମ୍ପ୍ରସାରଣ ଘୋଷଣା...

ଅବ୍ୟବସ୍ଥାରେ ନ୍ୟାୟିକ ବ୍ୟବସ୍ଥା

ଭୁବନେଶ୍ୱର,୧୭।୮(ବ୍ୟୁରୋ): ଦେଶର ବିଭିନ୍ନ କୋର୍ଟରେ ବର୍ଷ ବର୍ଷ ଧରି ବିଚାରାଧୀନ ଅବସ୍ଥାରେ ମାମଲାଗୁଡିକ ପଡ଼ି ରହିଛି। ଉପଯୁକ୍ତ ଭିତ୍ତିଭୂମି ନ ଥିବାରୁ କୋର୍ଟ ପରିଚାଳନାରେ ଗୁରୁତର...

Advertisement


Archives

Model This Week

Why Dharitri