CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୨୫ ଆକ୍ରାନ୍ତ, ଅଛନ୍ତି ଖୋର୍ଦ୍ଧାର ସର୍ବାଧିକ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୫ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ଖୋର୍ଦ୍ଧାର ୩୩ଜଣ ଥିବା ବେଳେ ପୁରୀର ୧୭, କଟକର ୧୪, ମୟୂରଭଞ୍ଜର ୧୩, ଗଞ୍ଜାମର ୧୦, କେନ୍ଦୁଝରର ୯, ଯାଜପୁରର ୮, ନୂଆପଡ଼ାର ୬, କେନ୍ଦ୍ରାପଡ଼ା-ଜଗତସିଂହପୁରର ୪, ସୁନ୍ଦରଗଡ଼ର ୩, ବଲାଙ୍ଗୀରର ୨, କନ୍ଧମାଳ-ମାଲକାନଗିରିର ଜଣେ ଲେଖାଏ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩୯୮୮ରେ ପହଞ୍ଚିଥିବା ବିଭାଗ ପକ୍ଷରୁ କୁହାଯାଇଛି। ତେବେ ସକାଳେ ୧୬୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍କକ୍ଷେତ୍ରରେ ରଥଯାତ୍ରା

ଆମେ ଗତ ସଂଖ୍ୟାରେ କୋଣାଦିତ୍ୟରେ ‘ନବ ଆଳତି ପରମ୍ପରା’ ଆଲୋଚନା ପ୍ରସଙ୍ଗରେ ଶ୍ରୀଆଦିତ୍ୟଙ୍କ ଦ୍ୱାଦଶଯାତ୍ରାର ଐତିହ୍ୟ ଆରମ୍ଭ କରିଥିଲୁ। ପ୍ରଥମ ଯାତ୍ରା ମାଘ ଶୁକ୍ଳ ସପ୍ତମୀ, ଯାହା…

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri