CORONAVIRUS UPDATE: ସୁସ୍ଥ ହେଲେ ଆଉ୧୨୦, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୫୯୪କୁ ବୃଦ୍ଧି

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆରୋଗ୍ୟମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୩୩ ଜଣ ଥିବା ବେଳେ ଗଜପତିର ୧୮, ସୋନପୁରର ୧୩, ବାଲେଶ୍ୱର ୧୨, ବଲାଙ୍ଗୀର-ଖୋର୍ଦ୍ଧାର ୮, ମୟୂରଭଞ୍ଜର ୭, କଟକର ୪, ଯାଜପୁର-ନୟାଗଡ଼-ନୂଆପଡ଼ାର ୩, ଢେଙ୍କାନାଳ-ପୁରୀ-ରାୟଗଡ଼ାର ୨, କେନ୍ଦ୍ରାପଡ଼ା-କଳାହାଣ୍ଡିର ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୯୪ରେ ପହଞ୍ଚିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି। ତେବେ ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ୨୨୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri