CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୧୪ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୨,୭୦୮କୁ ବୃଦ୍ଧି

ଭୁବନେଶ୍ୱର,୧୪।୬(ବ୍ୟୁରୋ): ରାଜ୍ୟରେ ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ସୁନ୍ଦରଗଡ଼ର ସର୍ବାଧିକ ୩୦ଜଣ ରହିଥିବା ବେଳେ ଖୋର୍ଦ୍ଧାର ୨୩, ଗଞ୍ଜାମର ୧୭, କଟକର ୧୧, ମୟୂରଭଞ୍ଜର ୧୦, ଗଜପତିର ୮, ବରଗଡ଼ର ୫, ନୟାଗଡ଼ର ୪, ବଲାଙ୍ଗୀରର ୩ ଏବଂ ବାଲେଶ୍ୱର-କୋରାପୁଟ-ସମ୍ବଲପୁରର ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୭୦୮ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରବିବାର ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ରାଜ୍ୟରେ ଆଉ ୧୮୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୭୧ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୧୫ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୯୦୯କୁ ବୃଦ୍ଧି ପାଇଛି। ତେବେ ସେଥିରୁ ୨୫୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୦୧ ଆକ୍ଟିଭ୍‌ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri