CORONAVIRUS UPDATE: ସୁସ୍ଥ ହେଲେ ଆଉ ୨୭; ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୪୩କୁ ବୃଦ୍ଧି

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଆଉ ୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବାଲେଶ୍ୱରର ୯, ଭୁବନେଶ୍ୱରର ୮, ଭଦ୍ରକର ୪, ଗଞ୍ଜାମ ଓ ସୁନ୍ଦରଗଡ଼ର ୨ ଏବଂ କୋରାପୁଟ ଓ କେନ୍ଦୁଝରର ଜଣେ ଲେଖାଏ ପଜିଟିଭ୍‌ ସୁସ୍ଥ ରହିଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଏଯାବତ୍‌ ମୋଟ ୧୪୩ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୁଧବାର ଅପରାହ୍ନରେ ସୂଚନା ଦିଆଯାଇଛି।

ପ୍ରକାଶ ଯେ, ରାଜ୍ୟରେ  ସକାଳେ ୧୦୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା ୫୩୮ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜଧାନୀରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ୪ ସୁସ୍ଥ

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରବିବାର ରାଜଧାନୀରୁ ମାତ୍ର ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୮୭୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ବ୍ରଜରାଜନଗର ଉପନିର୍ବାଚନ: ୭୨% ମତଦାନ

ଭୁବନେଶ୍ୱର,୩୧।୫(ବ୍ୟୁରୋ)-ମଙ୍ଗଳବାର ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଶେଷ ହୋଇଛି। ଇଭିଏମ୍‌ରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ହୋଇଛି । ତେବେ...

ଡେମୋ ଦେଖାଇଲେ ବିବନ: ସିବିଆଇ ଆଗରେ ବଖାଣିଲେ ଘଟଣାକ୍ରମ

ବାରଙ୍ଗ,୫।୩(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବାରଙ୍ଗ ନରଣପୁରର ବିବନ ବିଶ୍ୱାଳ ଶୁକ୍ରବାର ସକାଳେ ସିବିଆଇକୁ ଡେମୋ ଦେଖାଇଛନ୍ତି। ସିବିଆଇ...

ଗଳାପୋଲ ନିର୍ମାଣ ଦାବିରେ ଜାତୀୟ ରାଜପଥ ଅବରୋଧ

ବାରିପଦା ଅଫିସ, ୧୧ା୨- ବାରିପଦା ସହର ମୁର୍ଗାବାଡ଼ି ଛକ ନିକଟସ୍ଥ ନିଗମାନନ୍ଦ ଆଶ୍ରମଠାରେ ନିର୍ମାଣଧିନ ପ୍ଲାଏଓଭରରେ ଏକ ଗଳା ପୋଲ ନିର୍ମାଣ ଦାବିରେ ଅଞ୍ଚଳବାସୀ ସୋମବାର...

କମୁଛି ଜଳକା : ଦୁର୍ଦ୍ଦଶାରେ ୪୧ ଗାଁ ବାସିନ୍ଦା

ବସ୍ତା/ରୂପ୍‌ସା, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ଯୋଗୁ ଜଳକା ନଦୀରେ ବୁଧବାର ଭୟଙ୍କର ବନ୍ୟା ପରିସ୍ଥିତି ଦେଖାଦେଇଥିଲା। ଗୁରୁବାର ଜଳସ୍ତର ବିପଦସଂକେତ ଉପରେ ପ୍ରବାହିତ ହେଉଥିଲେ...

ପୁଣି ଠିକାଦାରଙ୍କୁ ଜେରା, ଡିଜିଟାଲ ଦସ୍ତାବିଜ୍‌ ଦାଖଲ ନିର୍ଦ୍ଦେଶ

ଭୁବନେଶ୍ୱର, ୯।୧୨ (ବ୍ୟୁରୋ):ବହୁଚର୍ଚ୍ଚିତ ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାରଠାରୁ ୭ ଦିନିଆ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାରାଥନ୍‌ ଜେରା କରୁଛି। ତେବେ ଜେରାବେଳେ...

କରୋନା ଭୟରେ ଡାଏନୋସର ପୋଷାକ

ନୂଆଦିଲ୍ଲୀ, ୨୭।୩- କରୋନାକୁ ନେଇ ବିଶ୍ୱବାସୀ ଭୟଭୀତ ଓ ଆତଙ୍କିତ ଅବସ୍ଥାରେ ଦିନ କାଟୁଛନ୍ତି। ଅଦ୍ୟାବଧି ଏହା ବିଶ୍ୱର ୧୯୯ ଦେଶକୁ ବ୍ୟାପି ସାରିଥିବା ବେଳେ...

Advertisement
Archives

Model This Week