CORONAVIRUS UPDATE: ସୁସ୍ଥ ହେଲେ ଆଉ ୯୧ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧,୪୧୬କୁ ବୃଦ୍ଧି

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୯୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରେ ଦେବଗଡ଼ର ୨୨, ପୁରୀର ୧୬, ନୟାଗଡ଼ର ୧୫, ବଲାଙ୍ଗୀରର ୯, ଅନୁଗୋଳ-ବାଲେଶ୍ୱରର ୫, ଭଦ୍ରକ-ସୁନ୍ଦରଗଡ଼ର ୩, କଟକ-ଗଞ୍ଜାମ-ଖୋର୍ଦ୍ଧା-କଳାହାଣ୍ଡି-ବରଗଡ଼ର ୨, ଢେଙ୍କାନାଳ-ଗଜପତି-ଯାଜପୁରର ଜଣେ ଲେଖାଏଁ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୪୧୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ପ୍ରକାଶ ଯେ, ଆଜି ୧୪୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୨ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ୧୧ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮କୁ ବୃଦ୍ଧି ପାଇଛି। ଏ ନେଇ ପୂର୍ବାହ୍ନରେ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଟାଣିନେଲା କୁମ୍ଭୀର

ରାଜନଗର,୨୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ରାଜନଗର ବ୍ଲକ ଚାନ୍ଦିବାଉଁଶମୂଳ ପଞ୍ଚାୟତ ହାତିଆଗଡ଼ି ଗାଁ ପୋଖରୀରେ ବୁଧବାର ବାସନ ମାଜୁଥିବା ବେଳେ ଜଣେ ମହିଳାଙ୍କୁ ଟାଣି ନେଇଛି କୁମ୍ଭୀର।...

ଖଣ୍ଡଗିରିରୁ ବିଶ୍ୱଶାନ୍ତିର ବାର୍ତ୍ତା

ଭୁବନେଶ୍ୱର, ୯।୨(ବ୍ୟୁରୋ):  ମନ୍ତ୍ରଧ୍ୱନି, ଘଣ୍ଟଘଣ୍ଟା ତାଳେ ତାଳେ ଗୁଞ୍ଜରିତ ହେଉଛି ଐତିହ୍ୟସ୍ଥଳୀ ଖଣ୍ଡଗିରି-ଉଦୟଗିରି। ଏଠାରେ କାଶୀ, ହରିଦ୍ୱାର, ବନାରସ, ନାସିକ ପ୍ରଭୃତି ସ୍ଥାନରୁ ଶତାଧିକ ସାଧୁ...

‘ନ୍ୟାୟିକସେବା ଶିକ୍ଷାନବିସ ମାତୃଭାଷାକୁ ପ୍ରାଧାନ୍ୟ ଦିଅନ୍ତୁ’

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ଜନସାଧାରଣଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେବା ଗଣତନ୍ତ୍ରର ପ୍ରଧାନ ଆଭିମୁଖ୍ୟ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିିଛନ୍ତି। ଶୁକ୍ରବାର ନବାଗତ ନ୍ୟାୟିକସେବା...

କୃଷି ଯୋଜନା ଜଗିବେ ଯୁଗ୍ମ ସ୍କ୍ବାଡ୍‌

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କୃଷିଭିତ୍ତିକ ଯୋଜନାର ସଫଳ ରୂପାୟନ, ଯାଞ୍ଚ ଏବଂ ତଦାରଖ ବ୍ୟବସ୍ଥା କଡ଼ାକଡ଼ି କରିବା ଲାଗି କୃଷି ଓ କୃଷକ...

୧୯ ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ ୨.୪୦ କୋଟି ମଞ୍ଜୁର

ଭୁବନେଶ୍ୱର,୩।୫(ବ୍ୟୁରୋ):‘ମୋ କଲେଜ’ ଅଭିଯାନ ଅଧୀନରେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ସାମଗ୍ରିକ ବିକାଶ ଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର...

ଭିତ୍ତିଭୂମିକୁ ଗୁରୁତ୍ୱ ନାହିଁ

ଛେଣ୍ଡିପଦା,୨୮।୪(ସ୍ବ.ପ୍ର.):  ରୋଗୀ ସେବାକୁ ନେଇ ଦିନେ ଯେଉଁ ସ୍ବାସ୍ଥ୍ୟକେନ୍ଦ୍ର ସୁନାମ ଅର୍ଜନ କରିଥିଲା, ଦୀର୍ଘବର୍ଷ ହେଲା ତାହାକୁ ଅଣଦେଖା କରାଯାଉଛି। ଏପରି କି ଦୁର୍ବଳ ଭିତ୍ତିଭୂମିରେ ପରିବର୍ତ୍ତନ...

ପ୍ରତିଶ୍ରୁତିରେ ସ୍ମାର୍ଟ ସିଟି ରାଉରକେଲାର ବିକାଶ

ଦିନେ ମ୍ୟୁନିସିପାଲିଟି ଓ ଷ୍ଟିଲ ଟାଉନଶିପ୍‌ ଅନ୍ତର୍ଗତ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ନେଇ ରାଉରକେଲା ସହର ଗଢି ଉଠିଥିଲା । ପର୍ଯ୍ୟାୟ କ୍ରମେ ସେହି ସହର...

ଦେଶରେ ୨୩୬ ଓମିକ୍ରନ୍‌ ଆକ୍ରାନ୍ତ, ୧୬ ରାଜ୍ୟରେ ଆତଙ୍କ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୬ ରାଜ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା...

Advertisement
Archives

Model This Week