CORONAVIRUS UPDATE: ୨୦ ଜିଲାକୁ ଡେଇଁଲା କରୋନା; ଏକାଥରେ ୫୮ ପଜିଟିଭ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୩୫୨

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ଏକାଥରେ ୫୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୯ଜଣ ଗଞ୍ଜାମ,ବାଲେଶ୍ଵର ୧୫, ମୟୁରଭଞ୍ଜ ୧ ଏବଂ ଅନୁଗୁଳ ଜିଲାରେ ୧୩ ଜଣ ରହିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂତନ ଭାବେ ଅନୁଗୁଳ କରୋନା ଆକ୍ରାନ୍ତ ଜିଲା ଭାବେ ସାମିଲ ହୋଇଛି। ଏବେ ରାଜ୍ୟରେ ୨୦ ଜିଲାରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri