CORONAVIRUS UPDATE: ୮୪ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ହେଲେଣି ୭୩୩

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୨୪ଜଣ ରହିଛନ୍ତି। ସେହିପରି ଯାଜପୁର ଜିଲାର ୧୮ ଜଣ ରହିଥିବା ବେଳେ ବାଲେଶ୍ୱର ୧୧, କଟକ ୭, ଭଦ୍ରକ ୬, କେନ୍ଦ୍ରାପଡ଼ା ୫, ଖୋର୍ଦ୍ଧା ୪, ପୁରୀ ୪, ନୟାଗଡ଼ ୨, ମୟୂରଭଞ୍ଜ ୨ ଏବଂ ସୁନ୍ଦରଗଡ଼ର ୧ ରହିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୭୩୩ କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri