CORONAVIRUS UPDATE: ୯୯ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୬୪୯

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବାଲେଶ୍ୱରରୁ ସର୍ବାଧିକ ୩୪ଜଣ ରହିଥିବା ବେଳେ ଗଞ୍ଜାମରୁ ୧୫ଜଣ ରହିଛନ୍ତି। ସେହିପରି ଯାଜପୁର ଓ କେନ୍ଦ୍ରାପଡ଼ାରୁ ୧୩ଜଣ ଲେଖାଏ ରହିଥିବା ବେଳେ ପୁରୀରୁ ୧୦, ଭଦ୍ରକରୁ ୯, ନୟାଗଡ଼ରୁ ୩, ଦେବଗଡ଼ ୧ ଓ ସୁନ୍ଦରଗଡ଼ରୁ ୧ ରହିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସୁସ୍ଥ ସଂଖ୍ୟା ୬୪୯କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଧାମ, ମଠ ସଂସ୍କୃତିର ବିକାଶ କରାଯିବ: ଧର୍ମେନ୍ଦ୍ର

ପୁରୀ ଅଫିସ, ୬।୧୧: କେଦାରନାଥ ପୀଠରେ ଶୁକ୍ରବାର ଆଦିଶଙ୍କରାଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ ଅବସରରେ ପୁରୀରେ ମହୋଦଧି ପୂଜନ ଓ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ...

ସୁନ୍ଦରଗଡ଼ରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩କୁ ବୃଦ୍ଧି

ସୁନ୍ଦରଗଡ଼, ୯।୫(ଡି.ଏନ୍‌.ଏ.): ରାଜ୍ୟରେ ଶନିବାର ସକାଳେ ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡ଼ ଜିଲାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ...

ଆଶାନୁରୂପ ହେଉନି ଜିଏସ୍‌ଟି ଆଦାୟ

ଭୁବନେଶ୍ୱର,୩ା୧(ବ୍ୟୁରୋ): ରାଜ୍ୟରେ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ଆଦାୟ ଆଶାନୁରୂପ ହେଉନାହିଁ। ୨୦୧୯ ଡିସେମ୍ବରରେ ଜିଏସ୍‌ଟି ଆଦାୟରେ ମାତ୍ର ୨ ପ୍ରତିଶତ ଅଭିବୃଦ୍ଧି ହୋଇଛି। ଏହି...

୩୧ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ଝାରସୁଗୁଡ଼ା କରୋନା ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲାରେ ବୁଧବାର ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଝାରସୁଗୁଡ଼ା ଜିଲାର ହୋଇଥିବା ବେଳେ ପଶ୍ଚିମବଙ୍ଗ ରାଜ୍ୟ ପୁରୁଲିଆ ଜିଲାରେ...

ବିପଦ୍‌ ଅବସ୍‌ତାରେ ସ୍କୁଲ କୁଠା: ଭଡ଼ାରେ ଆବାସ ଘରେ ଚାଲିଛେ ପାଠ୍‌ପଢ଼ା

  ଭବାନୀପାଟଣା, ୮ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଁଚେତ୍‌ ସାପଚଞ୍ଚଡ଼ା ପ୍ରାଥମିକ ସ୍କୁଲ କୁଠା ବିପଦ୍‌ ଅବସ୍‌ତାରେ ରହିଛେ। ଏନ୍‌ତାଥି ପାଖାପାଖି...

ରାଜ୍ୟର ଋଣଭାର ୧,୦୩,୪୧୦ କୋଟି

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ମୁଣ୍ଡ ପିଛା ଋଣ ଭାର ବଢ଼ି ବଢ଼ି ଚାଲିଛି। ୨୦୦୯-୧୦ରେ ମୁଣ୍ଡପିଛା ଋଣ ୯,୧୮୦ ଟଙ୍କା ଥିବାବେଳେ ୨୦୨୧ ଜାନୁୟାରୀ ସୁଦ୍ଧା ୨୩,୫୨୪...

କର୍ଫ୍ୟୁ ଭିତରେ ନୂଆବର୍ଷକୁ ସ୍ୱାଗତ

ଭୁବନେଶ୍ୱର,୧।୧(ବ୍ୟୁରୋ):ନା ଥିଲା ଚିକ୍‌ମିକ୍‌ ଲାଇଟ୍‌ ନା ଶୁଭୁଥିଲା କୋଳାହାଳ। ମଧ୍ୟରାତିର ସବୁ ଉତ୍କଣ୍ଠା, ଉତ୍ସାହରେ ରୋକ ଲଗାଇଥିଲା କରୋନା କଟକଣା। ରଙ୍ଗହୀନ ହୋଇଯାଇଥିଲା ଜିରୋନାଇଟ୍‌। କଟକ...

ଦୈନିକ ସଂକ୍ରମଣ ପୁଣି ବଢ଼ିଲା, ମୃତ୍ୟୁ ସଂଖ୍ୟା ୨୦ ତଳେ…

ନୂଆଦିଲ୍ଲୀ, ୨୫।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

Advertisement
Archives

Model This Week