CORONAVIRUS UPDATE: ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୋମବାର ଅପରାହ୍ନରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଯାଜପୁର ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ସେହିପରି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ ପହଞ୍ଚିଛି।