CORONAVIRUS UPDATE: ଆଉ ନୂଆ ୧୪୬ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦କୁ ବୃଦ୍ଧି

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୪୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୭ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଜଗତ୍‌ସିଂହପୁରରୁ ୮ଜଣ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର ୨, କଟକ ୨, ଖୋର୍ଦ୍ଧା ୧୯, ନୟାଗଡ଼ ୩, ମୟୂରଭଞ୍ଜ ୩, କଳାହାଣ୍ଡି ୩, କନ୍ଧମାଳ ୨, ଗଞ୍ଜାମରୁ ୧୮, ଦେବଗଡ଼ରୁ ୫, ସୁନ୍ଦରଗଡ଼ରୁ ୭, କେନ୍ଦ୍ରାପଡ଼ା ୨, ବାଲେଶ୍ୱର ୭ ଓ ମାଲକାନଗିରି, ଯାଜପୁର, ଢେଙ୍କାନାଳ, ବଲାଙ୍ଗୀରରୁ ଜଣେ ଲେଖାଏ ଆକ୍ରନ୍ତ ଅଛନ୍ତି।
ଏହାସହ ଅମ୍ଫାନ ମୁକାବିଲା ଲାଗି ପଶ୍ଚିମବଙ୍ଗ ଯାଇଥିବା ଏନ୍‌ଡିଆର୍‌ଏଫ୍‌ ଓ ଓଡ୍ରାଫ୍‌ ଟିମ୍‌ର ୬୧ ଜଣ ଅଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩,୧୪୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୬ ଚିକିତ୍ସାଧୀନ ଅଛନ୍ତି। ୧୯୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri