CORONAVIRUS UPDATE: ଆଉ ୧୮୬ ନୂଆ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୩,୯୦୯କୁ ବୃଦ୍ଧି

ଭୁବନେଶ୍ୱର,୧୪।୬(ବ୍ୟୁରୋ): ରାଜ୍ୟରେ ଆଉ ୧୮୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୭୧ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୧୫ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୯୦୯କୁ ବୃଦ୍ଧି ପାଇଥିବା ରବିବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେଥିରୁ ୨୫୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୦୧ ଆକ୍ଟିଭ୍‌ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?