CORONAVIRUS UPDATE: ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩୦୭

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦ଜଣ ଗଞ୍ଜାମ ଜିଲାର ରହିଥିବା ବେଳେ କେନ୍ଦ୍ରାପଡ଼ାର ୫, ଭଦ୍ରକର ୨, ବାଲେଶ୍ୱରର ୨ ଏବଂ ନୟାଗଡ଼ରୁ ୧ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri