CORONAVIRUS UPDATE: ଆଉ ୬ କରୋନା ପଜିଟିଭ ଚିହ୍ନଟ; ୧୬୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜ୍ୟରେ ଆଉ ୬ କରୋନା ପଜିଟିଭ ସୋମବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ତେବେ ଏହି ୬ଜଣଙ୍କ ମଧ୍ୟରେ ଯାଜପୁରର ୪ ଜଣ ହୋଇଥିବା ବେଳେ ଭଦ୍ରକର ୨ ପଜିଟିଭ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ରେ ପହଞ୍ଚିଛି। ଏ ନେଇ କୋଭିଡ୍‌ ଓ୍ବେବ୍‌ସାଇଟ୍‌ରେ ପ୍ରକାଶ ପାଇଛି।

ଏହାକୁ ମିଶାଇ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨ରେ ପହଞ୍ଚିଥିବା ବେଳେ ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ରେ ପହଞ୍ଚିଛି। ସେଥିରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୦୮ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri