CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୬

ଭୁବନେଶ୍ୱର,୫।୫:(ବ୍ୟୁରୋ)- ମଙ୍ଗଳବାର ରାତିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬ରେ ପହଞ୍ଚିଛି। ପଜିଟିଭ୍ ଚିହ୍ନଟ ହୋଇଥିବା ୫୮ ବର୍ଷୀୟ ବ୍ୟକ୍ତି ଯାଜପୁର ଜିଲାର ଏବଂ ସେ କୋଲକାତା ଫେରନ୍ତା ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ ରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri