ଭୁବନେଶ୍ୱର,୬।୫:(ବ୍ୟୁରୋ)-ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ଆକ୍ରାନ୍ତଜଣକ ଗଂଜାମ ଜିଲାର ଏବଂ ସୁରତରୁ ଫେରିଛନ୍ତି ବୋଲି ବୁଧବାର ଲୋକ ସୂଚନା ଓ ସମ୍ପର୍କ ବିଭାଗ ତରଫରୁ ଟୁଇଟ କରି ସୂଚନା ଦିଆଯାଇଛି।
ଭୁବନେଶ୍ୱର,୬।୫:(ବ୍ୟୁରୋ)-ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ଆକ୍ରାନ୍ତଜଣକ ଗଂଜାମ ଜିଲାର ଏବଂ ସୁରତରୁ ଫେରିଛନ୍ତି ବୋଲି ବୁଧବାର ଲୋକ ସୂଚନା ଓ ସମ୍ପର୍କ ବିଭାଗ ତରଫରୁ ଟୁଇଟ କରି ସୂଚନା ଦିଆଯାଇଛି।
ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…
ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…
ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଜଣାଶୁଣା ଧର୍ମପରାୟଣ ବ୍ୟକ୍ତିତ୍ୱ ତଥା ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଏସ୍. ସୀମା…
କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…
ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଛାତ୍ର ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସକୁ…
ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…
ଦିଗପହଣ୍ଡି, ୨୪/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ସହରର ଗଣପର୍ବ ଥା ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ବାର୍ଷିକ ଯାତ୍ରା ମହୋତ୍ସବ ଶନିବାର…
ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମରେ ନବରାତ୍ରି ଦୁର୍ଗାପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ଆନନ୍ଦଉଲ୍ଲାସର ସହ…