CORONAVIRUS UPDATE: ଗଞ୍ଜାମରେ ପୁଣି କରୋନା ପଜିଟିଭ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮

ଭୁବନେଶ୍ୱର,୯।୫(ବ୍ୟୁରୋ)-ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ଗଞ୍ଜାମ ଜିଲାର ବୋଲି ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ବୟସ ୨୬ ବର୍ଷ ହୋଇଥିବାବେଳେ ସେ ସୁରଟ ଫେରାନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri