CORONAVIRUS UPDATE: ଦିନକରେ ଚିହ୍ନଟ ହେଲେ ୨୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୩,୭୨୩

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଶନିବାର ୨୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ୨୨୫ ଜଣଙ୍କୁ ମିଶାଇଲେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୯୬ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୯ ଲୋକାଲ କେସ୍‌ ରହିଛି। ତେବେ ଚିହ୍ନଟ ୨୨୫ ନୂଆ ଆକ୍ରାନ୍ତ ୧୬ଟି ଜିଲାର। ଏମାନଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୯୨ ଜଣ ରହିଛନ୍ତି। ସେହିପରି ଗଞ୍ଜାମରୁ ୨୦, ଖୋର୍ଦ୍ଧା ୧୯, କନ୍ଧମାଳ ୧୫, ପୁରୀ ୧୫, ଜଗତ୍‌ସିଂହପୁର ୧୩, ବଲାଙ୍ଗୀର ୧୨, ମୟୂରଭଞ୍ଜ ୯, ନୟାଗଡ଼ ଓ ଢେଙ୍କାନାଳରୁ ୭ଜଣ ଲେଖାଏ, ଭଦ୍ରକ ୫, କେନ୍ଦ୍ରାପଡ଼ା ୪, କଳାହାଣ୍ଡି ୩, ବଲେଶ୍ୱର ୨, ଅନୁଗୋଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୩,୭୨୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୨୩୬ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୨୪୭୪ ଜଣ ସୁସ୍ଥ ହୋଇଥିବା ବେଳେ ୧୦ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?