CORONAVIRUS UPDATE: ନୂଆ ୧୦୧ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୯୦ କ୍ୱାରାଣ୍ଟାଇନ ସେଣ୍ଟରରୁ

ଭୁବନେଶ୍ୱର, ୧୩।୫(ବ୍ୟୁରୋ): ବୁଧବାର ସକାଳେ ରାଜ୍ୟରେ ଚିହ୍ନଟ ହୋଇଥିବା ୧୦୧ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୦ଜଣ କ୍ୱାରାଣ୍ଟାଇନ ସେଣ୍ଟରରେ ଥିଲେ। ୮ଜଣ କଣ୍ଟେମେଣ୍ଟ ଜୋନ୍‌ର ହୋଇଥିବା ବେଳେ ଅନ୍ୟ ୩ ଜଣ ଲୋକାଲ ଲୋକ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ବାଲେଶ୍ୱରର ୩୩ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ଜଣ ସୁରଟ ଫେରନ୍ତା ହୋଇଥିବା ବେଳେ ୩ ପଶ୍ଚିମବଙ୍ଗ, ୨ ବାଙ୍ଗାଲୋର, ଜଣେ କଣ୍ଟେନମେଣ୍ଟ ଜୋନ୍‌ରୁ ଏବଂ ଅନ୍ୟ ୩ ଜଣ ଲୋକାଲ ଲୋକଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼ରୁ ଚିହ୍ନଟ ସମସ୍ତ ୭ ପଜିଟିଭ ରାଉରକେଲା କଣ୍ଟେନମେଣ୍ଟ ଜୋନ୍‌ର। ସେମାନେ ସମସ୍ତେ ପୂର୍ବ ପଜିଟିଭ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ଗଞ୍ଜାମରୁ ୫୨, କେନ୍ଦୁଝରରୁ ୨, ଯାଜପୁରରୁ ୭ ପଜିଟିଭ ଚିହ୍ନଟ। ଯାଜପୁରର ୭ ପଜିଟିଭ ମଧ୍ୟରୁ ୫ ପଶ୍ଚିମବଙ୍ଗ, ୨ ମହାରାଷ୍ଟ୍ର ଫେରନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri