CORONAVIRUS UPDATE : ନୂଆ ୧୭ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୧୬ ଆକ୍ରାନ୍ତ ସୁରଟ ଫେରନ୍ତା, ରାଉରକେଲା ଆକ୍ରାନ୍ତ କଣ୍ଟେନମେଣ୍ଟ ଜୋନ୍‌ର

ଭୁବନେଶ୍ୱର, ୯।୫(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସକାଳେ ୧୪ ଏବଂ ପରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ଚିହ୍ନଟ ୧୭ ଆକ୍ରାନ୍ତଙ୍କ ତଥ୍ୟ ଦେଉଛନ୍ତି ରାଜ୍ୟ ସରକାର। ଜଣଙ୍କୁ ଛାଡି ୧୬ ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ ସମସ୍ତେ ପୁରୁଷ। ସେମାନଙ୍କ ମଧ୍ୟରୁ ୧୨ ଜଣ ଗଞ୍ଜାମ ଜିଲାର ହୋଇଥିବା ବେଳେ ମୟୂରଭଞ୍ଜର ୩ ପଜିଟିଭ। ଭଦ୍ରକ ଓ ସୁନ୍ଦରଗଡ଼ ଜିଲାର ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି। ତେବେ ରାଉରକେଲା ଆକ୍ରାନ୍ତ ଜଣଙ୍କ କଣ୍ଟେନମେଣ୍ଟ ଜୋନ୍‌ର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ OUSSSCକୁ ଚିଠି। ୪୨୧୯ ସିଭିଲ କନେଷ୍ଟବଳ ପଦବୀ , ୨୨୧୨…

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ ସହ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ-୨୦୨୬: ଜିଲା ପ୍ରଶିକ୍ଷଣ ବର୍ଗରେ ଯୋଗଦେଲେ ମନ୍ତ୍ରୀ

ଦାରିଙ୍ଗବାଡି, ୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା ରେସିଡେନ୍ସୀ ପରିସର ମଧ୍ୟରେ ଭାଜପା ପକ୍ଷରୁ ୨ ଦିନିଆ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ -୨୦୨୬…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri