CORONAVIRUS UPDATE: ନୟାଗଡ଼ ଜିଲାକୁ ଡେଇଁଲା କରୋନା; ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୮୯

ଭୁବନେଶ୍ୱର,୯।୫(ବ୍ୟୁରୋ)- ନୟାଗଡ଼ ଜିଲାକୁ ଡେଇଁଛି କରୋନା। ଶନିବାର ଜିଲାର ପ୍ରଥମ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ବୟସ ୪୦ବର୍ଷ ହୋଇଥିବାବେଳେ ସେ ସୁରଟ ଫେରନ୍ତା ଏବଂ କ୍ୱାରାଣ୍ଟାଇନରେ ଥିଲେ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜବ ପରମ୍ପରା:ପ୍ରେମ କରୁଥିଲେ ଏମିତି ଜଣାନ୍ତି….

ବେଜିଂ:ସାରା ବିଶ୍ୱରେ ପ୍ରେମ ପ୍ରକାଶର ଉପାୟ ପ୍ରାୟତଃ ଭିନ୍ନ। କିଏ ଫୁଲ ଦେଇ ପ୍ରପୋଜ୍‌ କରନ୍ତି ତ ଆଉ କିଏ ପ୍ରେମପତ୍ର ଦିଅନ୍ତି। ଆଉ କେହି...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ଜି.ଉଦୟଗିରିରେ କଲବଲ କରୁଛି ହାଡ଼ଭଙ୍ଗା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି, ୧୧।୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ...

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ...

ଗୁମର ଖୋଲିଦେଲେ ତାନ୍ୟା: ବିଗ୍‌ ବସ୍‌ରୁ ଆସିବା ପରେ….

ମୁମ୍ବାଇ:ଶେଷ ହୋଇଛି ‘ବିଗ୍‌ ବସ୍‌ ୧୯’। ଏହି ଶୋ’ରେ ସବୁଠୁ ଚର୍ଚ୍ଚାରେ ଥିବା ଆଧ୍ୟାତ୍ମିକ କଣ୍ଟେଣ୍ଟ କ୍ରିଏଟର ତାନ୍ୟା ମିତ୍ତଲଙ୍କୁ ଚତୁର୍ଥ ସ୍ଥାନରେ ସନ୍ତୁଷ୍ଟ ହେବାକୁ...

ସନ୍ଦେହ ଘେରରେ ଦାରିଙ୍ଗବାଡି ତାପମାପକ ଯନ୍ତ୍ର: ଜିଲାପାଳଙ୍କ ନିକଟରେ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଦାରିଙ୍ଗବାଡି, ୧୧।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ଆଇଏମଡି ପକ୍ଷରୁ ରହିଥିବା ତାପମାପକ ଯନ୍ତ୍ର ତ୍ରୁଟି ରହିଥିବା ଗୋଟିଏ...

ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri