CORONAVIRUS UPDATE: ଭଦ୍ରକରେ କରୋନା ଆକ୍ରାନ୍ତ ସଂଖ୍ୟା ୧୯

ଭଦ୍ରକ ଅଫିସ,୨୮।୪: ରାଜ୍ୟରେ ମଙ୍ଗଳବାର ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତ। ଏମାନଙ୍କ ମଧ୍ୟରୁ ୩ଜଣ ଭଦ୍ରକ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଚିହ୍ନଟ ୩ଜଣଙ୍କ ମଧ୍ୟରୁ ୨ଜଣ ବାସୁଦେବପୁର ବ୍ଲକର ଏବଂ ଜଣେ ବନ୍ତ ବ୍ଲକର। ଏହାକୁ ମିଶାଇ ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଁଚିଛି। ମଙ୍ଗଳବାର ଚିହ୍ନଟ ଆକ୍ରାନ୍ତଙ୍କର କଲିକତା ଲିଙ୍କ ରହିଥିବା ସୂଚନା ଦିଆଯାଅଛି। ତେବେ ଏଥର ନୂଆ ଭାବେ ଆକ୍ରାନ୍ତ ତାଲିକାରେ ବନ୍ତ ବ୍ଲକ ସାମିଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri