CORONAVIRUS UPDATE: ଭୁବନେଶ୍ୱରକୁ ଫେରିଲା କରୋନା; ୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ମାତ୍ର କେଇଘଣ୍ଟା ପରେ ପୁଣି ଥରେ ଭୁବନେଶ୍ୱରକୁ କରୋନା ଫେରିଛି। ସୋମବାର ଭୁବନେଶ୍ୱରକୁ କରୋନା ମୁକ୍ତ ବୋଲି ଘୋଷଣା କରାଯାଇଥିବା ବେଳେ ଏଠାରେ ପୁଣି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମଙ୍ଗଳବାର ରାଜ୍ୟରେ ଚିହ୍ନଟ ହୋଇଥିବା ୧୦୨ ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱରର ୨ ଜଣ ରହିଛନ୍ତି। ଚିହ୍ନଟ ୨ଜଣ ଲୋକାଲ କେସ୍‌ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri