CORONAVIRUS UPDATE: ଭୁବନେଶ୍ୱର, ଜଗତ୍‌ସିଂହପୁର ହେଲା କରୋନା ମୁକ୍ତ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଓ ଜଗତ୍‌ସିଂପୁର କରୋନା ମୁକ୍ତ ହୋଇଛି। ଏଠାରେ ଆଉ ଗୋଟିଏ ହେଲେ କରୋନା ଆକ୍ଟିଭ କେସ୍‌ ନାହିଁ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ କରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୋମବାର ରାଜ୍ୟରେ ୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୪୦ ଜଣ ରହିଥିବା ବେଳେ ଜଗତ୍‌ସିଂହପୁର ୫, ମୟୂରଭଞ୍ଜ ୪, ଭୁବନେଶ୍ୱର ୩, ବଲାଙ୍ଗୀରର ୨ ଓ ସୁନ୍ଦରଗଡ଼, ବାଲେଶ୍ୱର, କେନ୍ଦ୍ରାପଡ଼ାର ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨୭୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri