CORONAVIRUS UPDATE: ଯାଜପୁରରୁ ଆଉ ୨ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୫୬କୁ ବୃଦ୍ଧି

ଭୁବନେଶ୍ୱର, ୨।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି କ୍ରମରେ ଶନିବାର ଅପରାହ୍ନରେ ଯାଜପୁରରୁ ଆଉ ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୬କୁ ବୃଦ୍ଧି ପାଇଛି। ସେହିଭଳି ଯାଜପୁରରେ ପଜିଟିଭ୍‌ ସଂଖ୍ୟା ୪୭ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଓ୍ବେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ପୂର୍ବରୁ ସକାଳେ ଯାଜପୁରରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ଦିଆଯାଇଥିଲା। ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା ଲିଙ୍କର ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

୨୭ରେ ‘କଣ୍ଟା ଗାଦିଆ’ ବସା, ୧ରେ ନୂତନ କାଳିସୀଙ୍କ ଅଗ୍ନିପରୀକ୍ଷା: ବାଲିଯାତ୍ରା ଏବେ ଉତ୍ସବମୁଖର

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଶ୍ରୀ ଶ୍ରୀ ଇଷ୍ଟଦେବୀ ମା’ ମାଣିକେଶ୍ୱରୀ ଓ ବାବା ଭୈରବ ଦେବଙ୍କ ପବିତ୍ର…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?