CORONAVIRUS UPDATE: ରାଜ୍ୟରେ ପୁଣି ୧୧୦ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତ ସଂଖ୍ୟା ୩, ୨୦୦ ଟପିଲା

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଚିହ୍ନଟ ୧୧୦ ଆକ୍ରାନ୍ତ ୧୭ ଜିଲାରୁ ରହିଛନ୍ତି। ୯୭ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୩ଜଣ ଲୋକାଲ କେସ୍‌ ରହିଛନ୍ତି।
ଏମାନଙ୍କ ମଧ୍ୟରୁ ଜଗତ୍‌ସିହପୁର ଜିଲାରୁ ସର୍ବାଧିକ ୩୩ଜଣ ପଜିଟିଭ ରହିଛନ୍ତି। ସେହିପରି କଟକ ୨୦, ଖୋର୍ଦ୍ଧା ୧୪, ଗଜପତି ୧୧, ପୁରୀ ୭, ରାୟଗଡ଼ା, ନୟାଗଡ଼, କଳାହାଣ୍ଡି ଓ ମୟୂରଭଞ୍ଜରୁ ୪ଜଣ ଲେଖାଏ, ବରଗଡ଼ ୨, ଝାରସୁଗୁଡ଼ା, ଭଦ୍ରକ, ବଲାଙ୍ଗୀର, କୋରାପୁଟ, କେନ୍ଦୁଝର, କେନ୍ଦ୍ରାପଡ଼ା ଓ ବୌଦ୍ଧରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri