Posted inରାଜ୍ୟ

CORONAVIRUS UPDATE: ରାଜ୍ୟରେ ପୁଣି ୧୩୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଲା

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ପୁଣି ୧୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଛି। ତେବେ ନୂଆ ୧୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪ କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ଟି ଲୋକାଲ କେସ୍‌ ରହିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?