CORONAVIRUS UPDATE: ରାଜ୍ୟରେ ପୁଣି ୧୩୮ ପଜିଟିଭ୍‌ ଚିହ୍ନଟ, ୩୦୦୦ ପାଖାପାଖି ହେଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୮ା୬(ବ୍ୟୁରୋ): ସୋମବାର ରାଜ୍ୟରେ ପୁଣି ୧୩୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦୦ ପାଖାପାଖି ଛୁଇଁଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୨୫ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୩ ଜଣ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୩୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୫, ଖୋର୍ଦ୍ଧାରୁ ୧୩, ସୁନ୍ଦରଗଡ଼ରୁ ୧୨, ଭଦ୍ରକ ୧୧, କନ୍ଧମାଳ ୧୦, କେନ୍ଦୁଝର ୧୦, ପୁରୀ ୭, ଯାଜପୁର ୬, ମୟୂରଭଞ୍ଜ ୬, ନୟାଗଡ଼ ୩, ଢେଙ୍କାନାଳ ୩, ନୂଆପଡ଼ା ୩, କଳାହାଣ୍ଡି ୨, ସମ୍ବଲପୁର, ରାୟଗଡ଼ା, ବଲାଙ୍ଗୀର ଏବଂ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୯୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୮୯ ଜଣ ଚିକିତ୍ସାଧୀନ ଅଛନ୍ତି। ୧୮୯୪ ଜଣ ସୁସ୍ଥ ହୋଇଛନ୍ତି। ୯ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri