CORONAVIRUS UPDATE: ରାଜ୍ୟରେ ପୁଣି ୧୪୧ କରୋନା ପଜିଟିଭ ଚିହ୍ନଟ; ୨୨ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ଶହ ଟପିଛି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ୧୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦ଜଣ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ବେଳେ ୩୧ ଲୋକାଲ୍‌ କେସ୍‌ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି।…

ହର୍ମୁଜରେ ଏଲପିଜି ଟ୍ୟାଙ୍କର ଉପରେ କ୍ଷେପଣାସ୍ତ୍ର ମାଡ; ଏଥିରେ ଥିଲେ୨୮ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୨୫।୭: ତେହରାନରେ ଥିବା ଭାରତୀୟ ଦୂତାବାସ ରିପୋର୍ଟ କରିଛି ଯେ ଶୁକ୍ରବାର (ଜୁଲାଇ ୨୪) ଦିନ ଇରାନ ଜଳସୀମାରେ 28 ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri