CORONAVIRUS UPDATE: ରାଜ୍ୟରେ ପୁଣି ୧୪୬ ପଜିଟିଭ୍‌: ୪୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୫ା୬(ବ୍ୟୁରୋ) : ସୋମବାର ରାଜ୍ୟରେ ଆଉ ୧୪୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦୦୦ ଟପିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮ ଜଣ ସଂକ୍ରମିତ ହୋଇଛନ୍ତି।
ଆଜି ୧୫ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। କନ୍ଧମାଳରେ ସର୍ବାଧିକ ୪୮ ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଏବଂ ଭଦ୍ରକରୁ ୧୯ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ୭, ନୟାଗଡ଼ ୪,ଝାରସୁଗୁଡ଼ା ୧, ରାୟଗଡ଼ା ୫, ଜଗତସିଂହପୁର ୪, ବାଲେଶ୍ୱର ୮, ଢେଙ୍କାନାଳ ୧, ଅନୁଗୋଳ ୬, ଗଞ୍ଜାମ ୮, ସୋନପୁର ୨, ସମ୍ବଲପୁର ୧, ସୁନ୍ଦରଗଡ଼ ୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାତ୍ୟା ଅମ୍ଫନ୍‌ ଉଦ୍ଧାର କାର୍ଯ୍ୟ ସାରି କୋଲକାତାରୁ ଫେରିଥିବା ଆଉ ୯ ଅଗ୍ନିଶମ କର୍ମଚାରୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫ରେ ପହଞ୍ଚିଛି। ୧୩୩୩ ଚିକିତ୍ସାଧୀନ ଅଛନ୍ତି। ୨୭୦୮ ସୁସ୍ଥ ହୋଇଥିବା ବେଳେ ୧୧ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?