CORONAVIRUS UPDATE: ରାଜ୍ୟରେ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ରେ ପହଞ୍ଚିଲା

ଭୁବନେଶ୍ୱର,୧୧ା୫(ବ୍ୟୁରୋ) : ରାଜ୍ୟରେ ସୋମବାର ସକାଳେ ପୁଣି ୧୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ଗଞ୍ଜାମ ଜିଲାରୁ ୧୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ାର ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୩୯୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୨୦ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୬୮ ଜଣ ସୁସ୍ଥ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri