CORONAVIRUS UPDATE: ରାଜ୍ୟରେ ପୁଣି ୧୬୫ ପଜିଟିଭ୍‌; ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଲା

ଭୁବନେଶ୍ୱର,୧୯ା୬(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୧୬୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ୧୮ଟି ଜିଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ୨୮, ବାଲେଶ୍ୱରରୁ ୨୧ ଏବଂ କଟକରୁ ୨୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ୮, ଯାଜପୁର ୮, ନବରଙ୍ଗପୁର ୩, ନୟାଗଡ଼ ୧, ପୁରୀ ୭, ଜଗତସିଂହପୁର ୧, ଝାରସୁଗୁଡ଼ା ୨, ଅନୁଗୋଳ ୧, ମାଲକାନଗିରି ୧, ସୁନ୍ଦରଗଡ଼ ୬, ବଲାଙ୍ଗୀର ୨, ମୟୂରଭଞ୍ଜ ୩, କୋରାପୁଟର ଜଣେ ଚିହ୍ନଟ ହୋଇଥିବା ବେଳେ ପଶ୍ଚିମବଙ୍ଗରୁ ଅମ୍ପନ୍‌ ଡ୍ୟୁଟି ସାରି ଓଡ଼ିଶା ଫେରିଥିବା ୧୧ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୪୬୭୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩,୧୪୪ ଜଣ ସୁସ୍ଥ ହୋଇଛନ୍ତି। ୧୫୧୯ ଚିକିତ୍ସାଧୀନ ଥିବା ବେଳେ ୧୧ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri