CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧ ଆକ୍ରାନ୍ତ, ସମସ୍ତେ ଯାଜପୁରର

ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ସାରେ ଆଉ ୩୧ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତେ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ୧୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା।...

ଆକାଶରୁ ସିଧା କାର ଉପରେ ଖସିଲା ବିମାନ, ଭାଇରାଲ ହେଲା ଭୟଙ୍କ ଭିଡ଼ିଓ

ଫ୍ଲୋରିଡା,୧୨।୧୨: ଏକ ବିମାନ ଆକାଶରୁ ଖସି ସିଧା ଏକ ଚଳନ୍ତା କାର ଉପରେ ପଡ଼ିଲା। ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ଘଟଣା ଘଟିଛି। ବିମାନଟି କାର...

Rajinikanth 75th Birthday: ୭୫ ବର୍ଷରେ ବି ରଜନୀକାନ୍ତଙ୍କ କ୍ରେଜ ଜାରି, ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୨।୧୨:ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଆସୁଛନ୍ତି । ସାରା ବିଶ୍ବରେ...

ଭାରତକୁ କୂଟନୈତିକ ଝଟକା ଦେଲା ପାକିସ୍ତାନ, ବ୍ୟାନ କଲେ ସବୁ ମିତ୍ର ରାଷ୍ଟ୍ର

ନୂଆଦିଲ୍ଲୀ,୧୨।୧୨: ବଲିଉଡ ଅଭିନେତା ରଣବୀର ସିଂଙ୍କ ନୂଆ ସ୍ପାଏ ଥ୍ରୀଲର ଚଳଚ୍ଚିତ୍ର ‘ଧୁରନ୍ଧର’ ଭାରତରେ ବକ୍ସ ଅଫିସରେ ସଫଳତା ପାଇଥିଲେ ମଧ୍ୟ ମଧ୍ୟ-ପ୍ରାଚ୍ୟ ବଜାରରେ ଏହାକୁ...

ପ୍ରଥମ ଥର ପାଇଁ ଚାଞ୍ଚଲ୍ୟକର ମର୍ଡର କଲା ChatGPT! ଘଟଣା ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:  ବର୍ତ୍ତମାନ ସମୟରେ ଯୁବପିଢିଙ୍କ ମଧ୍ୟରେ ଚାଟଜିପିଟିର ଲୋକପ୍ରିୟତା ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଚାଟଜିପିଟିକୁ ନେଇ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି...

IRCTC ଆଣୁଛି ନୂଆ ନିୟମ, ମିଳିବ ଏହି ସବୁ ସୁବିଧା

ନୂଆଦିଲ୍ଲୀ,୧୨।୧୨:  ଟ୍ରେନରେ ଯାତ୍ରା କରିବା ସମୟରେ ଆଉ ଖାଇବା ସମସ୍ୟା ଭୋଗିବାକୁ ପଡିବ ନାହିଁ । ଏଣିକି ଫ୍ଲାଇଟ ଭଳି ଖାଦ୍ୟର ମଜା ଟ୍ରେନରେ ମଧ୍ୟ...

ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଅଗ୍ନିକାଣ୍ଡ: ପାଖରେ ଥିବା ଫର୍ଣ୍ଣିଚର୍‌ ଦୋକାନକୁ ବ୍ୟାପିଲା ନିଆଁ, ଦେଖନ୍ତୁ ଭିଡିଓ…

ଭୁବନେଶ୍ୱର,୧୨।୧୨: ଭୁବନେଶ୍ୱରର ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମ ବାହିନୀ।...

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତାଙ୍କ ଦେହାନ୍ତ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସର ବରିଷ୍ଠ ନେତା ତଥା ଦେଶର ପୂର୍ବ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ଦେହାନ୍ତ ହୋଇଛି । ୯୧ ବର୍ଷ ବୟସରେ ସେ ଶେଷ ନିଶ୍ବାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri