CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୩ କରୋନା ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୩ ହଜାର ଟପିଲା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହେଲେ ୭୩ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୁଧବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।

ତେବେ ଆରୋଗ୍ୟ ଲାଭ କରିଥିବା କୋଭିଡ ସଂକ୍ରମିତଙ୍କ ମଧ୍ୟରେ କନ୍ଧମାଳର ସର୍ବାଧିକ ୧୪ ରହିଛନ୍ତି। ଏହାଛଡ଼ା କେନ୍ଦୁଝରର ୧୧, ଖୋର୍ଦ୍ଧାର ୧୦, ଭଦ୍ରକର ୯, ଯାଜପୁରର ୭, ମୟୂରଭଞ୍ଜର ୬, ଗଞ୍ଜାମର ୪, କଟକର ୩, ବାଲେଶ୍ୱର-ଜଗତସିଂହପୁର-ଝାରସୁଗୁଡ଼ାର ୨ ଲେଖାଏ ଏବଂ କଳାହାଣ୍ଡିର ଜଣେ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩, ୦୪୭କୁ ବୃଦ୍ଧି ପାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।

ପ୍ରକାଶ ଯେ, ସକାଳେ ୧୭୫ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୩୮ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଅଗ୍ନିକାଣ୍ଡ, ପାଖରେ ଥିବା ଫର୍ଣ୍ଣିଚର୍‌ ଦୋକାନକୁ ବ୍ୟାପିଲା ନିଆଁ

ଭୁବନେଶ୍ୱର,୧୨।୧୨: ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମ ବାହିନୀ। ପାଖରେ...

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତାଙ୍କ ଦେହାନ୍ତ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସର ବରିଷ୍ଠ ନେତା ତଥା ଦେଶର ପୂର୍ବ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ଦେହାନ୍ତ ହୋଇଛି । 91 ବର୍ଷ ବୟସରେ ସେ ଶେଷ ନିଶ୍ବାସ...

AIIMS ଭୁବନେଶ୍ୱରର ସଫଳତା: ୨୦ ବର୍ଷ ପରେ ସିଧା ହେଲେ ଯୁବକ

ଭୁବନେଶ୍ୱର,୧୨।୧୨: ଆଙ୍କାଇଲୋଜିଂ ସ୍ପଣ୍ଡିଲାଇଟିସ୍ ରୋଗରେ ପ୍ରାୟ ଦୁଇ ଦଶନ୍ଧି ଧରି ପୀଡ଼ିତ ଥିବା କେନ୍ଦ୍ରାପଡ଼ାର ଜଣେ ୩୭ ବର୍ଷୀୟ ଯୁବକଙ୍କ ଜୀବନରେ AIIMS ଭୁବନେଶ୍ୱର ଅର୍ଥୋପେଡିକ୍...

ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ

ନୂଆଦିଲ୍ଲୀ,୧୧।୧୨: ତେଲେଙ୍ଗାନାର ସିଙ୍ଗାରେଡି ଜିଲ୍ଲାରୁ ଏକ ହୃହୟବିଦାରକ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏକ ଇଞ୍ଜିନିୟର ଛାତ୍ରକୁ ଘରକୁ ଡାକି ପ୍ରେମିକାର ବାପା ମା...

ନିୟନ୍ତ୍ରଣ ହରାଇ ଗଭୀର ଘାଟିକୁ ଖସିପଡିଲା ଯାତ୍ରୀବାହୀ ବସ୍‌, ୧୦ ମୃତ

ଅମରାବତୀ,୧୨।୧୨: ଗତକାଲି ବିଳମ୍ବିତ ରାତିରେ ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ (ଏଏସଆର) ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଏକ ଘରୋଇ ଟ୍ରାଭେଲ...

ନିଯୁକ୍ତି ନିୟମିତ ପାଇଁ OTET ବାଧ୍ୟତାମୂଳକ ନୁହେଁ: ଓଡ଼ିଶା ହାଇକୋର୍ଟ

କଟକ,୧୨।୧୨: ଚାକିରିକୁ ନିୟମିତ ମାନ୍ୟତା ଦେବା ପାଇଁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଯୋଗ୍ୟତା ବାଧ୍ୟତାମୂଳକ ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ...

ମା’ବାପା ଦୋକାନକୁ ଯାଇଥିବାବେଳେ ଘରେ ପଶି ନାବାଳିକାଙ୍କୁ ବଳାତ୍କାର କଲେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି

ଭୁବନେଶ୍ୱର,୧୧।୧୨(ତ୍ରିନାଥ ମହାନ୍ତି): ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ପରିବାର...

ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ଅବ୍ୟବସ୍ଥା: ଟିକେଟ ଖଣ୍ଡିଏ ପାଇଁ କସରତ

କଟକ,୧୨।୧୨( ଶିଳ୍ପା ପ୍ରିୟଦର୍ଶିନୀ): ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରେ ଅବ୍ୟବସ୍ଥା ଲାଗି ରହିଛି। ଏଠାରେ ଥିବା ଟିକେଟ କାଉଣ୍ଟରରେ ଟିକେଟ ଖଣ୍ଡିଏ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri