CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୯୭ କରୋନା ଆକ୍ରାନ୍ତ, କଟକର ସର୍ବାଧିକ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହେଲେ ୯୭ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି। ନୂତନ ଆରୋଗ୍ୟ ବ୍ୟକ୍ତିଙ୍କ ମଧ୍ୟରେ କଟକର ସର୍ବାଧିକ ୧୭ଜଣ ଥିବା ବେଳେ ଖୋର୍ଦ୍ଧାର ୧୬, ଗଞ୍ଜାମର ୧୬, କନ୍ଧମାଳର ୧୪, ମୟୂରଭଞ୍ଜର ୯, ଯାଜପୁରର ୭, ପୁରୀର ୫, ନୟାଗଡ଼ର ୪, କେନ୍ଦ୍ରାପଡ଼ାର ୩, ବରଗଡ଼-କେନ୍ଦୁଝରର ୨ ଏବଂ ଢେଙ୍କାନାଳ-ସୁନ୍ଦରଗଡ଼ର ଜଣେ ଲେଖାଏ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିଙ୍କ ସଂଖ୍ୟା ୩୧୪୪କୁ ବୃଦ୍ଧି ପାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖମ୍ବରେ ଝୁଲୁଛି ମୃତଦେହ: ଅଞ୍ଚଳରେ ବଢୁଛି ଚର୍ଚ୍ଚା

ବରୀ, ୭।୯ (ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ, ରାମଚନ୍ଦ୍ରପୁର ଥାନା ଅଧୀନସ୍ଥ ଗୋଳକୁଣ୍ଡ ପଞ୍ଚାୟତର ମେଣ୍ଢ ନିକଟରେ ଅର୍ଦ୍ଧନିର୍ମିତ ବ୍ରାହ୍ମଣୀ ସେତୁର ଏକ ଖମ୍ବରେ ଝୁଲନ୍ତା…

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri