CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୪୬; ମୋଟ ଆରୋଗ୍ୟ ସଂଖ୍ୟା ୨୮୫୪କୁ ବୃଦ୍ଧି

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୧୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୬ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ୨୩, ଗଞ୍ଜାମ ୧୮, ମୟୂରଭଞ୍ଜ ୧୩, ଗଜପତି ୧୨, ଭଦ୍ରକ ଓ ବଲାଙ୍ଗାରରୁ ୧୧ଜଣ ଲେଖାଏ, କନ୍ଧମାଳ, କୋରାପୁଟ ଓ ରାୟଗଡ଼ାରୁ ୫ ଜଣ ଲେଖାଏ, କଳାହାଣ୍ଡି ୪, ଯାଜପୁର ଓ ନୟାଗଡ଼ରୁ ୩ ଜଣ ଲେଖାଏ, ଢେଙ୍କାନାଳ, ନୂଆପଡ଼ା ଓ ପୁରୀରୁ ୨ ଜଣ ଲେଖାଏ ଏବଂ ଜଗତ୍‌ସିଂହପୁରରୁ ଜଣେ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୮୫୪କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri