CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୧୪ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୨,୭୦୮କୁ ବୃଦ୍ଧି

ଭୁବନେଶ୍ୱର,୧୪।୬(ବ୍ୟୁରୋ): ରାଜ୍ୟରେ ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ସୁନ୍ଦରଗଡ଼ର ସର୍ବାଧିକ ୩୦ଜଣ ରହିଥିବା ବେଳେ ଖୋର୍ଦ୍ଧାର ୨୩, ଗଞ୍ଜାମର ୧୭, କଟକର ୧୧, ମୟୂରଭଞ୍ଜର ୧୦, ଗଜପତିର ୮, ବରଗଡ଼ର ୫, ନୟାଗଡ଼ର ୪, ବଲାଙ୍ଗୀରର ୩ ଏବଂ ବାଲେଶ୍ୱର-କୋରାପୁଟ-ସମ୍ବଲପୁରର ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୭୦୮ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରବିବାର ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ରାଜ୍ୟରେ ଆଉ ୧୮୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୭୧ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୧୫ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୯୦୯କୁ ବୃଦ୍ଧି ପାଇଛି। ତେବେ ସେଥିରୁ ୨୫୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୦୧ ଆକ୍ଟିଭ୍‌ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri