CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୨୦ ଆକ୍ରାନ୍ତ; ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୩୦ଜଣ ରହିଛନ୍ତି। ଏହାଛଡ଼ା ଖୋର୍ଦ୍ଧାର ୧୯, ବାଲେଶ୍ୱରର ୧୪, ବଲାଙ୍ଗୀରର ୧୨, ଢେଙ୍କାନାଳର ୯, ନୟାଗଡ଼-ସୁନ୍ଦରଗଡ଼ର ୭, ଅନୁଗୋଳର ୬, କେନ୍ଦୁଝରର ୫, ଜଗତସିଂହପୁର-ପୁରୀର ୪, ଦେବଗଡ଼-କେନ୍ଦ୍ରାପଡ଼ା-ଝାରସୁଗୁଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୪୭୪କୁ ବୃଦ୍ଧି ପାଇଛି।

ପ୍ରକାଶ ଯେ, ରାଜ୍ୟରେ ସକାଳେ ୧୧୨ ନୂତନ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୦୭ଜଣ ଥିବା ବେଳେ ୫ ଲୋକାଲ୍‌ କେସ୍‌ ରହିଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୪୯୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri