CORONAVIRUS UPDATE: ସୁସ୍ଥ ହେଲେ ଆଉ ୨୭; ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୪୩କୁ ବୃଦ୍ଧି

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଆଉ ୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବାଲେଶ୍ୱରର ୯, ଭୁବନେଶ୍ୱରର ୮, ଭଦ୍ରକର ୪, ଗଞ୍ଜାମ ଓ ସୁନ୍ଦରଗଡ଼ର ୨ ଏବଂ କୋରାପୁଟ ଓ କେନ୍ଦୁଝରର ଜଣେ ଲେଖାଏ ପଜିଟିଭ୍‌ ସୁସ୍ଥ ରହିଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଏଯାବତ୍‌ ମୋଟ ୧୪୩ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୁଧବାର ଅପରାହ୍ନରେ ସୂଚନା ଦିଆଯାଇଛି।

ପ୍ରକାଶ ଯେ, ରାଜ୍ୟରେ  ସକାଳେ ୧୦୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା ୫୩୮ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri