CORONAVIRUS UPDATE: ୨୦୦ ଡେଇଁଲା ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୧୩।୫:(ବ୍ୟୁରୋ)- ରାଜ୍ୟରେ ବୁଧବାର ଚିହ୍ନଟ କରୋନା ପଜିଟିଭ ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଁଚିଛି। ଏଥିମଧ୍ୟରୁ ଗଞ୍ଜାମ ଜିଲାରେ ସର୍ବାଧିକ ୫୨ ଜଣ ଅଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦ ହୋଇଛି। ତେବେ ଯେଉଁଭଳି ଭାବେ ଆକ୍ରାନ୍ତ ସଂଖ୍ୟା ବଢୁଛି ତାହାକୁ ନେଇ ଜିଲାରେ ଭୟର ବାତାବରଣ ଖେଳିଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri