CORONAVIRUS UPDATE: ରାଜ୍ୟରେ ୩୪୯୦ ନୂଆ ପଜିଟିଭ୍‌ ଚିହ୍ନଟ, ଆଜିବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୪୯୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୩୧୩୮୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୯୪ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୩୯୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୩୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୩୮, ବାଲେଶ୍ୱରରୁ ୯୨, ବରଗଡ଼ରୁ ୮୧, ଭଦ୍ରକରୁ ୮୯, ବଲାଙ୍ଗୀରରୁ ୧୧୦, ବୌଦ୍ଧରୁ ୨୫, କଟକରୁ ୩୭୬, ଦେବଗଡ଼ରୁ ୨୭, ଢେଙ୍କାନାଳରୁ ୮୧, ଗଜପତିରୁ ୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୬୯ ଜଗତ୍‌ସିଂହପୁରରୁ ୯୧, ଯାଜପୁରରୁ ୧୭୮, ଝାରସୁଗୁଡ଼ାରୁ ୧୦୩, କଳାହାଣ୍ଡିରୁ ୩୯, କନ୍ଧମାଳରୁ ୮୪, କେନ୍ଦ୍ରାପଡ଼ାରୁ ୮୫, କେନ୍ଦୁଝରରୁ ୫୫, କୋରାପୁଟରୁ ୯୩ , ମାଲକାନଗିରିରୁ ୨୨, ମୟୂରଭଞ୍ଜରୁ ୨୦୭ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୪୦, ନୟାଗଡ଼ରୁ ୩୪, ନୂଆପଡ଼ାରୁ ୧୦୨, ରାୟଗଡ଼ାରୁ ୨୦୬, ପୁରୀରୁ ୨୧୭ , ସମ୍ବଲପୁରରୁ ୮୫, ସୁବର୍ଣ୍ଣପୁରରୁ ୧୦୭ ଓ ସୁନ୍ଦରଗଡ଼ରୁ ୬୪ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୩୧୩୮୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧୩୬୨ ଚିକିତ୍ସାଧୀନ ଅଛନ୍ତି। ୯୯୩୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri