CORONAVIRUS UPDATE: ରାଜ୍ୟରେ ୩୬୪୫ ନୂଆ ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୬୪୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୫୮୬୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୫୧ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୪୯୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୧୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୩୯, ବାଲେଶ୍ୱରରୁ ୧୫୬, ବରଗଡ଼ରୁ ୧୫୭, ଭଦ୍ରକରୁ ୧୪୩, ବଲାଙ୍ଗୀରରୁ ୩୯, ବୌଦ୍ଧରୁ ୩୦, କଟକରୁ ୩୫୭, ଦେବଗଡ଼ରୁ ୧୫, ଢେଙ୍କାନାଳରୁ ୬୮, ଗଜପତିରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୪୬ ଜଗତ୍‌ସିଂହପୁରରୁ ୯୫, ଯାଜପୁରରୁ ୧୧୬, ଝାରସୁଗୁଡ଼ାରୁ ୯୧, କଳାହାଣ୍ଡିରୁ ୭୯, କନ୍ଧମାଳରୁ ୯୫, କେନ୍ଦ୍ରାପଡ଼ାରୁ ୭୫, କେନ୍ଦୁଝରରୁ ୫୬, କୋରାପୁଟରୁ ୯୫ , ମାଲକାନଗିରିରୁ ୩୩, ମୟୂରଭଞ୍ଜରୁ ୧୩୭ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୯୦, ନୟାଗଡ଼ରୁ ୩୮, ନୂଆପଡ଼ାରୁ ୯୦, ରାୟଗଡ଼ାରୁ ୭୯, ପୁରୀରୁ ୨୪୬ , ସମ୍ବଲପୁରରୁ ୧୨୭, ସୁବର୍ଣ୍ଣପୁରରୁ ୯୯ ଓ ସୁନ୍ଦରଗଡ଼ରୁ ୮୪ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୫୮୬୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫୯୨୮ ଚିକିତ୍ସାଧୀନ ଅଛନ୍ତି। ୧୨୨୦୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri