CORONAVIRUS UPDATE: ରାଜ୍ୟରେ ୩୬୪୫ ନୂଆ ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୬୪୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୫୮୬୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୫୧ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୪୯୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୧୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୩୯, ବାଲେଶ୍ୱରରୁ ୧୫୬, ବରଗଡ଼ରୁ ୧୫୭, ଭଦ୍ରକରୁ ୧୪୩, ବଲାଙ୍ଗୀରରୁ ୩୯, ବୌଦ୍ଧରୁ ୩୦, କଟକରୁ ୩୫୭, ଦେବଗଡ଼ରୁ ୧୫, ଢେଙ୍କାନାଳରୁ ୬୮, ଗଜପତିରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୪୬ ଜଗତ୍‌ସିଂହପୁରରୁ ୯୫, ଯାଜପୁରରୁ ୧୧୬, ଝାରସୁଗୁଡ଼ାରୁ ୯୧, କଳାହାଣ୍ଡିରୁ ୭୯, କନ୍ଧମାଳରୁ ୯୫, କେନ୍ଦ୍ରାପଡ଼ାରୁ ୭୫, କେନ୍ଦୁଝରରୁ ୫୬, କୋରାପୁଟରୁ ୯୫ , ମାଲକାନଗିରିରୁ ୩୩, ମୟୂରଭଞ୍ଜରୁ ୧୩୭ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୯୦, ନୟାଗଡ଼ରୁ ୩୮, ନୂଆପଡ଼ାରୁ ୯୦, ରାୟଗଡ଼ାରୁ ୭୯, ପୁରୀରୁ ୨୪୬ , ସମ୍ବଲପୁରରୁ ୧୨୭, ସୁବର୍ଣ୍ଣପୁରରୁ ୯୯ ଓ ସୁନ୍ଦରଗଡ଼ରୁ ୮୪ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୫୮୬୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫୯୨୮ ଚିକିତ୍ସାଧୀନ ଅଛନ୍ତି। ୧୨୨୦୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନବର୍ଷ ପ୍ରସ୍ତୁତି: ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ପ୍ରତି ଗୁରୁତ୍ୱ

ପୁରୀ ଅଫିସ,୩୦।୧୨: ନୂତନବର୍ଷରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏନେଇ ରବିବାର ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ସିଂ ପୁରୀ...

ଟ୍ରାଫିକ୍‌ ନିୟମ ୩ ମାସ କୋହଳ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯।୯(ବ୍ୟୁରୋ): ସେପ୍ଟେମ୍ବର ୧ରୁ ଦେଶବ୍ୟାପୀ ଲାଗୁ ହୋଇଛି ନୂଆ ମୋଟର ଯାନ ଆଇନ। ନୂଆ ଆଇନ କାର୍ଯ୍ୟକାରୀ ହେବା ପରେ ଚାରିଆଡ଼େ ଚାଲିଛି ଧରପଗଡ଼।...

ଲିଙ୍ଗରାଜଙ୍କ ଜମିରେ ନିର୍ମାଣକୁ ଲାଗିଲା ରୋକ୍‌

ଭୁବନେଶ୍ୱର,୩୧ା୧(ବ୍ୟୁରୋ): ଏୟାରପୋର୍ଟ ନିକଟସ୍ଥ ଲିଙ୍ଗରାଜଙ୍କ ଜମିରେ ଏକ ଘରୋଇ ସଂସ୍ଥା ଚଳାଇଥିବା ନିର୍ମାଣ କାର୍ଯ୍ୟକୁ ରବିବାର ଖୋର୍ଦ୍ଧା ଜିଲା ପ୍ରଶାସନ ବନ୍ଦ କରିଛି। ଉକ୍ତ ଜମିରେ...

୧୧ ଦିନରେ ୧୦ ଲକ୍ଷ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଦୁଇ ସପ୍ତାହ ଧରି ଦେଶରେ ପ୍ରତିଦିନ ଏକ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ...

ବିଜେଡି ପାଖ ମାଡ଼ିପାରିଲେନି ବିରୋଧୀ

ଭୁବନେଶ୍ୱର,୪।୬(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ଫଳ ବିରୋଧୀଙ୍କୁ ଚକିତ କରିଦେଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ଆଗରେ ବିରୋଧୀ ଏକପ୍ରକାର ଚିତ୍‌ପଟାଙ୍ଗ ମାରିଛନ୍ତି। ଏପରି କି ଭୋଟ...

ସୁପ୍ରିମକୋର୍ଟରେ ପୋଲାଭରମ୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୧୪-୧:ଗୋଦାବରୀ ନଦୀ ଉପରେ ଆନ୍ଧ୍ରପ୍ରଦେଶ ସରକାର ବିବାଦୀୟ ପୋଲାଭରମ୍‌ ଡ୍ୟାମ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଏହାକୁ ବନ୍ଦକରିବା ଲାଗିି ସୁପ୍ରିମକୋର୍ଟରେ ଓଡ଼ିଶା ପକ୍ଷରୁ କରାଯାଇଥିବା ଆବେଦନର...

ସିବିଆଇ ହାତରେ ଧରାପଡ଼ିଲେ ଇଓଡ୍‌ବ୍ଲ୍ୟୁ କନ୍‌ଷ୍ଟେବଳ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଭୁବନେଶ୍ୱର ଆସି ସାଢ଼େ ୪ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଦିଲ୍ଲୀ ଅର୍ଥନୈତିକ ଅପରାଧ ଶାଖା(ଇଓଡ୍‌ବ୍ଲ୍ୟୁ )ର କନ୍‌ଷ୍ଟେବଳ ଅମିତ୍‌...

ଛିଣ୍ଡିଯାଉଛି ଜୀବନ ଡୋର: ମିଳୁନି ଅକ୍ସିଜେନ୍‌ …

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି।...

Advertisement
Archives

Model This Week