CORONAVIRUS UPDATE: ରାଜ୍ୟରେ ପୁଣି ୪ ହଜାରରୁ ଅଧିକ ନୂଆ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ୪୨୦୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୭୫୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୪୧ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୭୬୮ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୬୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୦୯, ବାଲେଶ୍ୱରରୁ ୧୮୩, ବରଗଡ଼ରୁ ୧୧୬, ଭଦ୍ରକରୁ ୪୩, ବଲାଙ୍ଗୀରରୁ ୭୮, ବୌଦ୍ଧରୁ ୫୫, କଟକରୁ ୪୯୧, ଦେବଗଡ଼ରୁ ୨୩, ଢେଙ୍କାନାଳରୁ ୮୦, ଗଜପତିରୁ ୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୬୫ ଜଗତ୍‌ସିଂହପୁରରୁ ୧୪୬, ଯାଜପୁରରୁ ୧୭୬, ଝାରସୁଗୁଡ଼ାରୁ ୮୦, କଳାହାଣ୍ଡିରୁ ୯୦, କନ୍ଧମାଳରୁ ୧୦୨, କେନ୍ଦ୍ରାପଡ଼ାରୁ ୧୨୩, କେନ୍ଦୁଝରରୁ ୭୨, କୋରାପୁଟରୁ ୧୧୪, ମାଲକାନଗିରିରୁ ୬୩, ମୟୂରଭଞ୍ଜରୁ ୧୦୭ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୧୦୨, ନୟାଗଡ଼ରୁ ୪୭, ନୂଆପଡ଼ାରୁ ୫୨, ରାୟଗଡ଼ାରୁ ୯୨, ପୁରୀରୁ ୩୨୬ , ସମ୍ବଲପୁରରୁ ୧୫୪, ସୁବର୍ଣ୍ଣପୁରରୁ ୮୩ ଓ ସୁନ୍ଦରଗଡ଼ରୁ ୧୨୧ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୭୫୫୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭୨୩୯ ଚିକିତ୍ସାଧୀନ ଅଛନ୍ତି। ୧୩୭୫୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ନେପାଳରେ ପୁଣି ଜଳପ୍ରଳୟ! ଶୋଇଥିଲେ ଲୋକେ, ହଠାତ ଭାସିଗଲା ୩ ପୋଲ, ଅନେକ ଘରେ ପଶିଲା ପାଣି

କାଠମାଣ୍ଡୁ,୧୧।୧୦: ନେପାଳର ଗୋରଖା ଜିଲାର ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ ଆସିଥିବା ପ୍ରବଳ ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଥିରେ ତିନୋଟି ପୋଲ ଭାସିଯାଇଥିବା ବେଳେ ବନ୍ୟାଜଳ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?