CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୩୧, ମୋଟ ଆରୋଗ୍ୟ ସଂଖ୍ୟା ୪୪୨୨କୁ ବୃଦ୍ଧି

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୩୧ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ଏଥିରେ ଗଞ୍ଜାମ ଜିଲାରୁ ସର୍ବାଧିକ ୪୩ଜଣ ଅଛନ୍ତି। ସେହିଭଳି ପୁରୀ ୨୮, ଖୋର୍ଦ୍ଧା ୨୧, କନ୍ଧମାଳ ୧୨, ଜଗତ୍‌ସିଂହପୁର ୭, ନବରଙ୍ଗପୁର ୬, କେନ୍ଦ୍ରାପଡ଼ା ୫, ବାଲେଶ୍ୱର ଓ କଟକରୁ ୨ ଜଣ ଲେଖାଏ, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୪୪୨୨କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି…

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ…

ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବା ନେଇ ସୂଚନା…

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ…

ବରଗଡ଼ରେ ଆଲୋଡ଼ନ: ବିଚ୍‌ ରାସ୍ତାରେ ଯୁବତୀଙ୍କୁ ରୋଡ ରୋମିଓଙ୍କ ଅସଦାଚରଣ, ଦେଖନ୍ତୁ VIDEO

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ଆଜିକାଲି ସୋସିଆଲ ମିଡିଆରେ ବରଗଡ଼ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ବିଚ୍‌ ରାସ୍ତା ଉପରେ ଜଣେ ଯୁବତୀଙ୍କୁ ଅନ୍ୟଜଣେ ଯୁବକ ଅସଦାଚରଣ…

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri