CORONAVIRUS UPDATE: ରାଜ୍ୟରେ ୪୧୮୯ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରେ ୭୦୦ ପାର

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୧୮୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୫୩ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୭୩୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୧୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୦୭, ବାଲେଶ୍ୱରରୁ ୧୫୦, ବରଗଡ଼ରୁ ୧୨୮, ଭଦ୍ରକରୁ ୩୪, ବଲାଙ୍ଗୀରରୁ ୧୧୪, ବୌଦ୍ଧରୁ ୭୭, କଟକରୁ ୫୮୬, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୫୪, ଗଜପତିରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୩୫ ଜଗତ୍‌ସିଂହପୁରରୁ ୧୦୪, ଯାଜପୁରରୁ ୧୮୭, ଝାରସୁଗୁଡ଼ାରୁ ୮୪, କଳାହାଣ୍ଡିରୁ ୧୦୫, କନ୍ଧମାଳରୁ ୭୪, କେନ୍ଦ୍ରାପଡ଼ାରୁ ୧୨୬, କେନ୍ଦୁଝରରୁ ୩୩, କୋରାପୁଟରୁ ୬୩ , ମାଲକାନଗିରିରୁ ୭୨, ମୟୂରଭଞ୍ଜରୁ ୧୭୪ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୭୫, ନୟାଗଡ଼ରୁ ୮୨, ନୂଆପଡ଼ାରୁ ୫୮, ରାୟଗଡ଼ାରୁ ୨୯, ପୁରୀରୁ ୨୬୫ , ସମ୍ବଲପୁରରୁ ୧୧୩, ସୁବର୍ଣ୍ଣପୁରରୁ ୯୦ ଓ ସୁନ୍ଦରଗଡ଼ରୁ ୨୦୧ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୮୮୩୧୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୧୫୮ ଚିକିତ୍ସାଧୀନ ଅଛନ୍ତି। ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଗୋଳ ପରେ ବୌଦ୍ଧକୁ ଡେଇଁଲା କରୋନା

ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ସନ୍ଧ୍ୟାରେ ଆଉ ୧୫ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି।...

ବର୍ଷା ପାଇଁ ଭିତରକନିକା ମହୋତ୍ସବ ୧୪କୁ ଘୁଞ୍ଚିଲା

ରାଜନଗର , ୬ା୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ନଳିତାପାଟିଆ ଠାରେ ଆସନ୍ତା ୭ରୁ ୯ ତାରିଖ ପର୍ଯ୍ୟନ୍ତ ଭିତରକନିକା ମହୋତ୍ସବ ଅନୁଷ୍ଠିତ ହେବାକୁ ଥିଲା।...

ପଦବୀ ଖାଲି, ହୋଇପାରୁନି ଶୁଣାଣି

ବାଲେଶ୍ୱର ଅଫିସ, ୧୪।୫ ବାଲେଶ୍ୱର ସହର ଏଡିଏମ୍‌ ଛକ ନିକଟରେ ରହିଛି ଅତିରିକ୍ତ/ଯୁଗ୍ମ କମିଶନରଙ୍କ ଚକବନ୍ଦୀ ଓ ବନ୍ଦୋବସ୍ତ ଅଦାଲତ। ଏହି ଅଦାଲତରେ ଭଦ୍ରକ ଓ...

ଆକାଶ’ର ସଫଳ ପରୀକ୍ଷଣ

ବାଲେଶ୍ୱର,୨୫ା୧- ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରରୁ ଭୂପୃଷ୍ଠରୁ ଆକାଶକୁ ଲକ୍ଷ୍ୟଭେଦ କରିପାରୁଥିବା ‘ଆକାଶ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ସୋମବାର ଅପରାହ୍ନ ୨ଟା...

ଭୁବନେଶ୍ୱରର ସବୁଘରେ ହେବ ବର୍ଷାଜଳ ସଂଗ୍ରହଣ ପ୍ରକଳ୍ପ

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ):୬ ମାସ ମଧ୍ୟରେ ଭୁବନେଶ୍ୱରର ସମସ୍ତ ଘରେ ବର୍ଷା ଜଳ ସଂଗ୍ରହଣ ପ୍ରକଳ୍ପ (ରେନ୍‌ ଓ୍ବାଟର ହାର୍ଭେଷ୍ଟିଂ) କାର୍ଯ୍ୟ ସରିବ। ନଚେତ୍‌ ଭୁବନେଶ୍ୱର ଉନ୍ନୟନ...

ତଥ୍ୟ ପ୍ରଦାନରେ ଅବହେଳା: ୩୫ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ

ରାଜନଗର, ୨୧।୯ (ଡି.ଏନ୍‌.ଏ.): ପ୍ରତିଦିନ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଓ ମଧ୍ୟାହ୍ନଭୋଜନ ଖାଉଥିବା ପିଲାଙ୍କ ଠିକ୍‌ ତଥ୍ୟ ମଧ୍ୟାହ୍ନଭୋଜନ ପୋର୍ଟାଲକୁ ପଠାଇବାର ନିୟମ ରହିଛି। ହେଲେ...

ରାଜଧାନୀରୁ ଆଉ ୨୫୩ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୨୯୯

ଭୁବନେଶ୍ୱର, ୧୫।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୨୫୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା...

ଶୁକ୍ରବାରଠୁ ନିୟମ କଡାକଡି, ନ ମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ଜୁଲାଇ ୧ ଅର୍ଥାତ୍‌ ଶୁକ୍ରବାରଠୁ ଭୁବନେଶ୍ବରରେ ଜୁଲାଇ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ଉପରେ ପ୍ରତିବନ୍ଧକ ଲଗାଇଛି ବିଏମ୍‌ସି। ପ୍ଲାଷ୍ଟିକ୍‌ ବିପର୍ଯ୍ୟୟ ପରିଚାଳନା ଆଇନ-୨୦୨୧ରେ ସଂଶୋଧନ...

Advertisement
Archives

Model This Week