CORONAVIRUS UPDATE: ରାଜ୍ୟରେ ପୁଣି ୧୭୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୭ ଲୋକାଲ କେସ୍‌ ରହିଛି।
ନୂଆ ୧୭୦ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ନବରଙ୍ଗପୁର ୧୯, ରାୟଗଡ଼ା ୧୬, ଖୋର୍ଦ୍ଧା ୧୯, ଯାଜପୁର ୩, ମାଲକାନଗିରି ୫, ପୁରୀ ୬, କଟକ ୧୪, ନୟାଗଡ଼ ୩, ଗଜପତି ୧୬, ବରଗଡ଼ ୧, କେନ୍ଦ୍ରାପଡ଼ା ୬, ସମ୍ବଲପୁର ୨, କୋରାପୁଟ ୧ ଚିହ୍ନଟ ହୋଇଛନ୍ତି। ବାତ୍ୟା ‘ଅମ୍ଫନ’ ଉଦ୍ଧାର କାର୍ଯ୍ୟ ସାରି କୋଲକାତାରୁ ଫେରିଥିବା ଆଉ ଜଣେ କର୍ମଚାରୀ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୬,୩୫୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୯୦୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୪,୪୩୨ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ କନଷ୍ଟେବଳଙ୍କୁ ଅସଦାଚରଣ, ଯୁବକ ଗିରଫ

ପୁରୁଣା ଭୁବନେଶ୍ୱର, ୨୧।୧୧ (ଡି.ଏ ନ.ଏ.): କାର୍ଯ୍ୟରତ ଜନୈକ ଟ୍ରାଫିକ ମହିଳା କନଷ୍ଟେବଳଙ୍କୁ ଅସଦାଚରଣ କରିବା ଅଭିଯୋଗ ବୁଧବାର ଏୟାରପୋର୍ଟ ଥାନା ପୋଲିସ ପୁନମାଗେଟରେ ଜନୈକ...

ସ୍ବର୍ଗଦ୍ୱାରରୁ ବିଜୁ ପଟ୍ଟନାୟକଙ୍କ ସମାଧି ହଟିବା ଘଟଣା: ଶ୍ରେୟ ପାଇଁ ପ୍ରତିଯୋଗିତା, ଦ୍ୱନ୍ଦ୍ୱରେ ଲୋକେ

ପୁରୀ ଅଫିସ, ୩।୧୧: ସ୍ବର୍ଗଦ୍ୱାରରୁ ହଟିବ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସମାଧି ସ୍ଥଳ। ସ୍ମାରକୀ ଭାବେ କେବଳ ସ୍ମୃତି ଫଳକ ହିଁ ରହିବ। ଶୁକ୍ରବାର...

ରାଜ୍ୟରେ ସୁସ୍ଥ ହେଲେ ୧୫୫୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୬।୮(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୧୫୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୩୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୪୧, ସୁନ୍ଦରଗଡରୁ ୧୧୮,...

ହିନ୍ଦୁଙ୍କୁ ଖାଦ୍ୟ ଯୋଗାଇବାକୁ ମନା କଲା ପାକିସ୍ତାନ

କରାଚୀ,୨ା୪: ମହାମାରୀ କିମ୍ବା ପ୍ରାକୃତିକ ବିପର୍ଯ୍ୟୟ ବେଳେ ଜାତି ଧର୍ମ ଭେଦଭାବ ଦେଖାଯାଇ ନ ଥାଏ। କରୋନା ମହାମାରୀ ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏହା...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୦୯ ଆକ୍ରାନ୍ତ; ସର୍ବାଧିକ ଗଞ୍ଜାମର

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ରେକର୍ଡ ସଂଖ୍ୟକ ୬୦୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ମୋଟ ଆରୋଗ୍ୟ ସଂଖ୍ୟା ୯୮୬୪କୁ...

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା

ଚମ୍ପୁଆ/ଯୋଡା/ଝୁମ୍ପୁରା, ୨୯।୪(ଡି.ଏନ.ଏ.): କେନ୍ଦୁଝର ଜିଲାରେ କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇ ବ୍ୟାପକ ଧାନ ଫସଲ ସାଙ୍ଗକୁ ପନିପରିବା ନଷ୍ଟ ହୋଇଯାଇଛି। କରୋନା ଲାଗି ଚାଷୀମାନେ...

ବାଇକ୍‌ ଦୁର୍ଘଟଣାରେ ଯୁବକଙ୍କ ଜୀବନ ଗଲା

ଦିଗପହଣ୍ଡି,୨୫ା୧୦(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି – ଫାଶୀଗୁଡ଼ା ରାସ୍ତାରେ ରବିବାର ୨ ବାଇକ୍‌ ମୁହଁାମୁହିଁ ଧକ୍କା ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ...

୧୬ ଯାଏ ବର୍ଷା ନାହିଁ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଝାଡ଼ଖଣ୍ଡ ଏବଂ ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଅପସରି ଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ,...

Coronavirus Update

Archives

Model This Week

Why Dharitri